ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୯ ଗିରଫ, ୨୦୦ ବାହନ ଜବତ desk April 25, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୯ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୨୦୦ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୬,୦୫,୮୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ଗୋଟିଏ ଦିନରେ ୬୧୧୬ କରୋନା ଆକ୍ରାନ୍ତ ଚିହ୍ନଟ. ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୪୫୭Next: ମାଲକାନଗିରି ଜିଲ୍ଳାରେ ୩୨ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 07 July 2025 Important news ଓଡିଶା Indo Kaling Times 07 July 2025 Important news July 6, 2025 ସୁନାବେଶର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ ଓଡିଶା ସୁନାବେଶର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ July 6, 2025 ଓଡ଼ିଶା ବାଚସ୍ପତି ସୁରମା ପାଢ଼ୀଙ୍କୁ ସମସ୍ୟା ଜଣାଇଲେ ଛାତ୍ରଛାତ୍ରୀ ଓଡିଶା ଓଡ଼ିଶା ବାଚସ୍ପତି ସୁରମା ପାଢ଼ୀଙ୍କୁ ସମସ୍ୟା ଜଣାଇଲେ ଛାତ୍ରଛାତ୍ରୀ July 6, 2025