ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୨,୨୩୬ ଟି ନୂଆ ମାମଲା ସାମନାକୁ ଆସିଛି । କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ବଢି ୧୪,୧୯୮ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଗୋଆରେ ଗତ ୨୪ ଘଂଟାରେ ୧୫୪୦ କରୋନାର ନୂଆ ମାମଲା
ପାଣଜୀ , ଗୋଆରେ ଗତ ୨୪ ଘଂଟାରେ ୧୫୪୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୨,୦୭୮ ହୋଇଛି ।