ଉତର ପ୍ରଦେଶରେ ୩୮,୦୫୫ କରୋନା ନୂଆ ମାମଲା
ଲକ୍ଷ୍ନୌ , ଉତର ପ୍ରଦେଶରେ ଗତ ୨୪ ଘଂଟାରେ ୩୮,୦୫୫ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ଉତର ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୨,୮୮,୧୪୪ ସକ୍ରିୟ ମାମଲା ରହିଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୦,୯୫୯ ଜଣଙ୍କର ମୃତ୍ୟୁ ଘଟିଛି ।