
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ କରୋନାରେ ୯ ଜଣଙ୍କର ମୃତ୍ୟୁ ଘଟିିଛି । ଏହା ସହିତ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୧୯୯୭ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭଦ୍ରକ ଜିଲ୍ଲାର ଜଣେ ୪୧ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଗଂଜାମ ଜିଲ୍ଲାର ଜଣେ ୩୬ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୪୯ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ।
ଭୁବନେଶ୍ୱରର ଜଣେ ୫୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୭୬ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୬୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୭୧ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ।
କେନ୍ଦୁଝର ଜିଲ୍ଲାର ଜଣେ ୬୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ତଥା ଅନ୍ୟ ଜଣେ ୪୭ ବର୍ଷୀୟ ପୁରୁଷ ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO