ରାଷ୍ଟ୍ରୀୟ ତେଲେଙ୍ଗାନାରେ ଗତ ୨୪ ଘଂଟାରେ କରୋନାର ୮,୧୨୬ ନୂଆ ମାମଲା desk April 26, 2021 ହାଇଦ୍ରାବାଦ , ତେଲେଙ୍ଗାନାରେ ଗତ ୨୪ ଘଂଟାରେ ୮,୧୨୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୯୫,୨୩୨ହୋଇଛି । ଉତରାଖଣ୍ଡରେ କରୋନାର ୪,୩୬୮ ନୂଆ ମାମଲା ଦେହରାଦୂନ, ଉତରାଖଣ୍ଡରେ କରୋନାର ୪,୩୬୮ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୩୫,୮୬୪ ହୋଇଛି । ବର୍ତମାନ ସୁଦ୍ଧା ୨,୧୬୪ ଜଣଙ୍କର ମୃତ୍ୟୁ ଘଟିଛି । Tags: Telengana/Uttarakhand Continue Reading Previous: ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୬,୧୯୧ କରୋନାର ନୂଆ ମାମଲା Next: ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୫୮,୭୦୦ନମୂନାର ପରୀକ୍ଷଣ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025