ଓଡିଶା ଏଟିମ୍ ତାଡ଼ି ଟଙ୍କା ଲୁଟ୍ desk April 27, 2021 ଗଞ୍ଜାମ, ଗଞ୍ଜାମ ଜିଲ୍ଲା ଛତ୍ରପୁର ସହରରେ ଥିବା ଇଣ୍ଡିଆନ ବ୍ୟାଙ୍କର ସଟର ଭାଙ୍ଗିବା ସହ ଏଟିମ୍ ତାଡ଼ି ଦୁର୍ବୃତ ମାନେ ଟଙ୍କା ଲୁଟି ନେଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଏହି ଲୁଟ୍ ହୋଇଛି । ତେବେ ଏହି ଏଟିଏମ୍ ରୁ କେତେ ଟଙ୍କା ଲୁଟ୍ ହୋଇଛି ସେନେଇ ବ୍ୟାଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ । ଖବର ପାଇ ଛତ୍ରପୁର ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । Tags: ATM loot at Chhatrapur Continue Reading Previous: ଗଞ୍ଜାମ ଜିଲ୍ଲାରେ ନୂଆ ୨୦୯ କରୋନା ପଜିଟିଭ୍ ଚିହ୍ନଟ Next: ମାଲକାନଗିରି ଜିଲ୍ଲା ରେ ୨୯ ଜଣ ଆକ୍ରାନ୍ତ ଚି଼ହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ ୬ 0କୁ ଵୃଦ୍ଧି Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 22 November 2024 important news 1 min read ଓଡିଶା Indo Kaling Times 22 November 2024 important news November 22, 2024 କେନ୍ଦ୍ର କୃଷି ଓ କୃଷକ ମନ୍ତ୍ରାଳୟର ଆଞ୍ଚଳିକ ସମ୍ମିଳନୀ ଭୁବନେଶ୍ଵରରେ ଅନୁଷ୍ଠିତ 1 min read ଓଡିଶା କେନ୍ଦ୍ର କୃଷି ଓ କୃଷକ ମନ୍ତ୍ରାଳୟର ଆଞ୍ଚଳିକ ସମ୍ମିଳନୀ ଭୁବନେଶ୍ଵରରେ ଅନୁଷ୍ଠିତ November 22, 2024 ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ‘ସମ୍ପାଦନା, ବନାନ ଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ’ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ଓଡିଶା ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ‘ସମ୍ପାଦନା, ବନାନ ଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ’ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ November 22, 2024