ହାଇଦ୍ରାବାଦ , ତେଲେଙ୍ଗାନାରେ ଗତ ୨୪ ଘଂଟାରେ ୧୦,୧୨୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୧୧,୯୦୫ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୨୦୯୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ରାଜସ୍ଥାନରେ ଗତ ୨୪ ଘଂଟାରେ ୧୬,୦୮୯ କରୋନାର ନୂଆ ମାମଲା
ଜୟପୁର ,ରାଜସ୍ଥାନରେ ଗତ ୨୪ ଘଂଟାରେ ୧୬,୦୮୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୫୫,୧୮୨ ହୋଇ ଯାଇଛି ।