
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୧,୮୩୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୮୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪,୦୦,୭୭୫ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୬,୩୫୮ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୬,୩୫୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮୯୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।