ରାଷ୍ଟ୍ରୀୟ ପଂଜାବରେ ଗତ ୨୪ ଘଂଟାରେ ୫,୯୩୨ କରୋନାର ନୂଆ ମାମଲା desk April 28, 2021 ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୫,୯୩୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଆସାମରେ କରୋନାର ମାମଲା ୩.୧୩୨ ରେ ପହଂଚିଲା ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୩.,୧୩୨ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧୯,୯୨୩ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛିା Tags: Punjab/ asam Continue Reading Previous: କର୍ଣାଟକରେ ଗତ ୨୪ ଘଂଟାରେ ୩୧,୮୩୦ କରୋନାର ନୂଆ ମାମଲା Next: କରୋନାରେ ଦେଶରେ ଗତ ୨୪ ଘଂଟାରେ ୩,୭୯,୨୫୭ ନୂଆ ମାମଲା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025