ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୫,୯୩୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଆସାମରେ କରୋନାର ମାମଲା ୩.୧୩୨ ରେ ପହଂଚିଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୩.,୧୩୨ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧୯,୯୨୩ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛିା