
ମାଲକାନଗିରି, ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ତରଫରୁ ୮0ପ୍ରତିଶତ ଦିବ୍ୟାଙ୍ଗ ଥିବା ୮ ଜଣଙ୍କୁ ବ୍ୟାଟେରୀ ଚାଳିତ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଛି!ବ୍ଲକ କାର୍ଯ୍ୟାଳୟ ପରିସରରେ କୋଭିଡ ଗାଇଡଲାଇନ ପାଳନ କରାଯାଇ ବିଧାୟକ ଆଦିତ୍ୟ ମାଢି, ଗୋଷ୍ଠି ଉନୟନ୍ନ ଅଧିକାରୀ ଉମାଶଙ୍କର ଦଳେଇ, ବ୍ଲକ ଅଧକ୍ଷ ମାଲା ମାଢି ଓ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦେଶା କାମରମ ଉପସ୍ଥିତ ରହି ଦିବ୍ୟାଙ୍ଗ ମାନଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରିଥିଲେ!
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO