ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୧୭,୨୦୭ କରୋନାର ନୂଆ ମାମଲା
କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୧୭,୨୦୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭,୯୩,୫୫୨ହୋଇ ଯାଇଛି ।
ଛତିଶଗଡରେ ଗତ ୨୪ ଘଂଟାରେ କରୋନାର ୧୫,୫୬୩ ଟି ନୂଆ ମାମଲା
ରାୟପୁର, ଛତିଶଗଡରେ ଗତ ୨୪ ଘଂଟାରେ କରୋନାର ୧୫,୫୬୩ ଟି ନୂଆ ମାମଲା ସାମନାକୁ ଆସିଛି । କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୬,୯୭,୯୦୨ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।