
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୬,୧୫୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭୭୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୭୦,୩୦୧ ହୋଇଛି ।
ଉତର ପ୍ରଦେଶରେ ୩୫,୧୫୬ କରୋନା ନୂଆ ମାମଲା
ଲକ୍ଷ୍ନୌ , ଉତର ପ୍ରଦେଶରେ ଗତ ୨୪ ଘଂଟାରେ ୩୫,୧୫୬ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ଉତର ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୩,୦୯,୨୩୭ ସକ୍ରିୟ ମାମଲା ରହିଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୨୩୮ ଜଣଙ୍କର ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO