
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୫,୦୨୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୭୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୪୯,୪୯୬ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୫,୩୦୬ଜଣଙ୍କର ମୃତ୍ୟୁ ଘଟିଛି ।
ଗୋଆରେ ଗତ ୨୪ ଘଂଟାରେ ୩,୦୧୯ କରୋନାର ନୂଆ ମାମଲା
ପାଣଜୀ ,ଗୋଆରେ ଗତ ୨୪ ଘଂଟାରେ ୩,୦୧୯ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୦,୮୯୮ହୋଇଛି । ବର୍ତମାନ ସୁଦ୍ଧା ୫୩୮ ଜଣଙ୍କର ମୃତ୍ୟୁ ଘଟିଛି ।
କେରଳରେ ଗତ ୨୪ ଘଂଟାରେ ୩୮,୬୦୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୩୮,୬୦୭ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO