ଜୟପୁର , ରାଜସ୍ଥାନରେ ଗତ ୨୪ ଘଂଟାରେ ୧୭,୨୬୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫,୮୦,୮୪୬ ହୋଇ ଯାଇଛି ।
ଗୁଜରାତରେ ଗତ ୨୪ ଘଂଟାରେ ୧୪,୩୨୭ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୧୪,୩୨୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୩୭,୭୯୪ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୭,୦୧୦ ହୋଇଛି ।