
ଗଞ୍ଜାମ, ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୨୩୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଗତକାଲି ୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଇତିମଧ୍ୟରେ କରୋନାର ଦ୍ୱିତୀୟ ଲହରରେ ଅଦ୍ୟାବଧି ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୧ ରହିଥିବା ବେଳେ ବର୍ତମାନ ସୁଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୯ ରହିଛି ।