ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୨,୯୧୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୬୨,୬୪୦ ହାଇଛି ।
ହରିଆଣାରେ ଗତ ୨୪ ଘଂଟାରେ ୧୩,୮୩୩ କରୋନାର ନୂଆ ମାମଲା
ଚଣ୍ଡିଗଡ , ହରିଆଣାରେ ଗତ ୨୪ ଘଂଟାରେ ୧୩,୮୩୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯୭,୫୬୨ ହୋଇଛି ।
ଆସାମରେ କରୋନାର ମାମଲା ୩,୧୯୭ ରେ ପହଂଚିଲା
ଦିସପୁର,ଆସାମରେ ଗତ ୨୪ ଘଂଟାରେ କରୋନାର ୩,୧୯୭ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୨୩,୮୨୬ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।