ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୩ ଗିରଫ, ୨୮୮ବାହନ ଜବତ desk May 2, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୩ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୨୮୮ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୧,୩୨,୬୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ଗୋଟିଏ ଦିନରେ ୮୦୧୫ କରୋନା ଆକ୍ରାନ୍ତ ଚିହ୍ନଟ. ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୨୬୨୨ Next: ପୁରୀ ଜିଲ୍ଲାରେ ନୂଆ ୩୦୬ କରୋନା ପଜିଟିଭ୍ ଚିହ୍ନଟ : ତିନି ଦିନ ମଧ୍ୟରେ ଜିଲ୍ଲାରୁ ୧୩୬୪ ସଂକ୍ରମିତ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 12 September 2025 Important news ଓଡିଶା Indo Kaling Times 12 September 2025 Important news September 12, 2025 ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଓ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ପୁରୀ ଜିଲ୍ଲା ଉନ୍ନୟନ ପ୍ରକଳ୍ପର ସମୀକ୍ଷା 1 min read ଓଡିଶା ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଓ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ପୁରୀ ଜିଲ୍ଲା ଉନ୍ନୟନ ପ୍ରକଳ୍ପର ସମୀକ୍ଷା September 12, 2025 ନୂତନ ନୋଟାରୀ ନିଯୁକ୍ତି ପ୍ରକ୍ରିୟା ଶୀଘ୍ର ଆରମ୍ଭ ପାଇଁ ଆଇନ ମନ୍ତ୍ରୀଙ୍କ ନିର୍ଦ୍ଦେଶ 1 min read ଓଡିଶା ନୂତନ ନୋଟାରୀ ନିଯୁକ୍ତି ପ୍ରକ୍ରିୟା ଶୀଘ୍ର ଆରମ୍ଭ ପାଇଁ ଆଇନ ମନ୍ତ୍ରୀଙ୍କ ନିର୍ଦ୍ଦେଶ September 12, 2025