ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୩ ଗିରଫ, ୨୮୮ବାହନ ଜବତ desk May 2, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୩ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୨୮୮ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୧,୩୨,୬୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ଗୋଟିଏ ଦିନରେ ୮୦୧୫ କରୋନା ଆକ୍ରାନ୍ତ ଚିହ୍ନଟ. ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୨୬୨୨ Next: ପୁରୀ ଜିଲ୍ଲାରେ ନୂଆ ୩୦୬ କରୋନା ପଜିଟିଭ୍ ଚିହ୍ନଟ : ତିନି ଦିନ ମଧ୍ୟରେ ଜିଲ୍ଲାରୁ ୧୩୬୪ ସଂକ୍ରମିତ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଜାତୀୟ ଟେକ୍ନୋଲୋଜି ଦିବସରେ ଉଦ୍ଭାବନ ଉପରେ ଗୁରୁତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ଓଡିଶା ଜାତୀୟ ଟେକ୍ନୋଲୋଜି ଦିବସରେ ଉଦ୍ଭାବନ ଉପରେ ଗୁରୁତ୍ୱ ଦେଲେ ମୁଖ୍ୟମନ୍ତ୍ରୀ May 11, 2025 ମାତୃଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓଡିଶା ମାତୃଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ May 11, 2025 ମଦର୍ସ ଡେର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା ଓଡିଶା ମଦର୍ସ ଡେର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା May 11, 2025