
ନୂଆଦିଲ୍ଲୀ, ଭରୁଚ ହସ୍ପିଟାଲ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି:
“ଭରୁଚ ହସ୍ପିଟାଲ ଅଗ୍ନିକାଣ୍ଡ ଜନିତ ମୃତ୍ୟୁ ଘଟଣା ଅତ୍ୟନ୍ତ କଷ୍ଟଦାୟକ । ଶୋକ ସନ୍ତପ୍ତ ପରିବାରଙ୍କ ପ୍ରତି ସମବେଦନା” ।