ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୮ଗିରଫ, ୧୨୨ ବାହନ ଜବତ desk May 3, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୮ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୧୨୨ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୯,୦୨,୨୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ଗୋଟିଏ ଦିନରେ ୮୯୧୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୧୫୩୬Next: ୧୫୦୦ କେନ୍ଦ୍ରରୁ ମାତ୍ର ୨୫୬ କେନ୍ଦ୍ରରେ ଆଜି ଟିକାକରଣ ଚାଲିଛି: ପରିବାର କଲ୍ୟାଣ ନିର୍ଦ୍ଦେଶକ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 22 November 2024 important news 1 min read ଓଡିଶା Indo Kaling Times 22 November 2024 important news November 22, 2024 କେନ୍ଦ୍ର କୃଷି ଓ କୃଷକ ମନ୍ତ୍ରାଳୟର ଆଞ୍ଚଳିକ ସମ୍ମିଳନୀ ଭୁବନେଶ୍ଵରରେ ଅନୁଷ୍ଠିତ 1 min read ଓଡିଶା କେନ୍ଦ୍ର କୃଷି ଓ କୃଷକ ମନ୍ତ୍ରାଳୟର ଆଞ୍ଚଳିକ ସମ୍ମିଳନୀ ଭୁବନେଶ୍ଵରରେ ଅନୁଷ୍ଠିତ November 22, 2024 ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ‘ସମ୍ପାଦନା, ବନାନ ଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ’ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ଓଡିଶା ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ‘ସମ୍ପାଦନା, ବନାନ ଶୁଦ୍ଧି ଓ ପ୍ରୁଫ୍ ସଂଶୋଧନ’ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ November 22, 2024