ପଂଜାବରେ ଗତ ୨୪ ଘଂଟାରେ ୭,୩୨୭ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୭,୩୨୭ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦,୧୦୮ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୦,୩୯୪କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୦,୩୯୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୦୭ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯୨,୨୯୦ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୬,୯୬୬ ଜଣଙ୍କର ମୃତ୍ୟୁ ଘଟିଛିା