

ଗୁଜରାତରେ ଗତ ୨୪ ଘଂଟାରେ ୧୨,୯୭୮ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୧୨,୯୭୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୪୬,୮୧୮ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୭,୫୦୮ ହୋଇଛି ।
ମଣିପୁରରେ ୨୫୬ କରୋନାର ନୂଆ ମାମଲା
ଇମ୍ଫାଲ , ମଣିପୁରରେ ଗତ ୨୪ ଘଂଟାରେ ୨୫୬ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୮୨୩ ହୋଇ ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୪୧୫ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।