ମୁମ୍ବାଇରେ ଗତ ୨୪ ଘଂଟାରେ ୩,୬୭୨ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୩,୬୭୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭୯ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୭,୩୪୨ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୩୭,୭୩୩ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୭,୭୩୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୧୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୨୧,୪୩୬ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୬,୦୧୧ଜଣଙ୍କର ମୃତ୍ୟୁ ଘଟିଛି ।