ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୮,୬୨୧କରୋନାର ନୂଆ ମାମଲା
ମୁମ୍ବାଇ ,ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୮,୬୨୧ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୬୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୫୬,୮୭୦ ହାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୭୦,୮୫୧ଜଣ ମୃତ୍ୟୁବରଣ କରିଛନ୍ତି ।
କର୍ଣାଟକରେ ଗତ ୨୪ ଘଂଟାରେ ୪୪,୪୩୮ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୪୪,୪୩୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୩୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୪୪,୭୩୪ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୬,୨୫୦ଜଣଙ୍କର ମୃତ୍ୟୁ ଘଟିଛି ।