
ଲକ୍ଷ୍ନୌ , ଉତର ପ୍ରଦେଶରେ ଗତ ୨୪ ଘଂଟାରେ ୨୫,୮୫୮ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ଉତର ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୨,୭୨,୫୬୮ ସକ୍ରିୟ ମାମଲା ରହିଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୩,୭୯୮ ଜଣଙ୍କର ମୃତ୍ୟୁ ଘଟିଛି ।
ରାଜସ୍ଥାନରେ ଗତ ୨୪ ଘଂଟାରେ ୧୬,୯୭୪ କରୋନାର ନୂଆ ମାମଲା
ଜୟପୁର ,ରାଜସ୍ଥାନରେ ଗତ ୨୪ ଘଂଟାରେ ୧୬,୯୭୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯୭୦୪୫ ହୋଇ ଯାଇଛି ।
ଉତରାଖଣ୍ଡରେ କରୋନାର ୭,୦୨୮ ନୂଆ ମାମଲା
ଦେହରାଦୂନ, ଉତରାଖଣ୍ଡରେ କରୋନାର ୭,୦୨୮ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ବଢି ୫୬,୬୨୭ ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO