

ଆଜି ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ରହିଛନ୍ତି । ସେହିପରି ଦେବଗଡ ଜିଲ୍ଲାରୁ ଜଣେ. ବୌଦ୍ଧରେ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨ ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେଉଁଝର ଜିଲ୍ଲାରୁ ଜଣେ, ଝାରସୁଗୁଡା ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଦୁଇ ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ରାୟଗଡା ଓ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।