ଦିଲ୍ଲୀରେ ଗତ ୨୪ ଘଂଟାରେ ୧୯,୮୩୨ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୯,୮୩୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୪୧ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯୧,୦୩୫ହୋଇ ଯାଇଛି ।