
ଭୋପାଳ , ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୧୧୭୦୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮୪ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯୫,୪୨୩ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୬,୨୪୪ ଜଣଙ୍କର ମୃତ୍ୟୁ ଘଟିଛି ।
ଗୋଆରେ ଗତ ୨୪ ଘଂଟାରେ ୪,୧୯୫ କରୋନାର ନୂଆ ମାମଲା
ପାଣଜୀ , ଗୋଆରେ ଗତ ୨୪ ଘଂଟାରେ ୪,୧୯୫ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୧,୭୧୬ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୨୬,୪୬୫ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୨୬,୪୬୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୯୭ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୩୫,୩୫୫ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୫,୧୭୧ ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO