ମୁମ୍ବାଇରେ ଗତ ୨୪ ଘଂଟାରେ ୨୬୭୮କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୨୬୭୮ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୮,୪୮୪ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୭,୩୬୪ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୭,୩୬୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୩୨ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୭,୯୦୭ ହୋଇ ଯାଇଛି ।