ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୯ ଗିରଫ, ୧୧୪ ବାହନ ଜବତ desk May 10, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୮ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୧୧୪ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୪,୨୭,୮୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Continue Reading Previous: କରୋନା ସନ୍ଦେହରେ କେହି ନଆସିବାରୁ ରେଡ୍ କ୍ରସ୍ ସ୍ଵେଚ୍ଛାସେବୀ କଲେ ଶବଦାହ lNext: ରାଜ୍ୟରେ ୨୪ ଘଂଟାରେ କରୋନାରେ ୧୭ ଜଣଙ୍କର ମୃତ୍ୟୁ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଆସ୍ଥା ଓ ବିଶ୍ୱାସ ପ୍ରକଟ କରି ବିଜେପିରେ ସାମିଲ ହେଲେ ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେଡି ନେତା ଓ କର୍ମୀ ଓଡିଶା ଆସ୍ଥା ଓ ବିଶ୍ୱାସ ପ୍ରକଟ କରି ବିଜେପିରେ ସାମିଲ ହେଲେ ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେଡି ନେତା ଓ କର୍ମୀ August 18, 2025 ବେଆଇନ କାର୍ଯ୍ୟକଳାପରେ ସଂପୃକ୍ତି ଅଭିଯୋଗ ପାଇଁ ଦଳୀୟ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହୋଇଥିବା କାରଣରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଓଡିଶା ବେଆଇନ କାର୍ଯ୍ୟକଳାପରେ ସଂପୃକ୍ତି ଅଭିଯୋଗ ପାଇଁ ଦଳୀୟ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହୋଇଥିବା କାରଣରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ August 18, 2025 ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ଓଡିଶା ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ August 18, 2025