ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ସାଇଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ସାଇ କୋଭିଡ ସଂକ୍ରମିତ ହୋଇଥିବା ନେଇ ଅବଗତ ହେଲି । ତାଙ୍କ ଆଶୁଆରୋଗ୍ୟ ଓ ଉତମ ସ୍ୱାସ୍ଥ୍ୟ କାମନା କରୁଛି ।
Related Stories
May 6, 2024