ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୯ ଗିରଫ, ୧୯୬ ବାହନ ଜବତ desk May 11, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୯ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୧୯୬ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୭,୭୧,୩୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ଗୋଟିଏ ଦିନରେ ୯୭୯୩ କରୋନା ଆକ୍ରାନ୍ତ ଚିହ୍ନଟ Next: କାଳ ବୈଶାଖୀ ର ତାଣ୍ଡବ ଲୀଳା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ : ୧୦ ଦିନ ମଧ୍ୟରେ ପ୍ରାୟ ୫ କୋଟି ଟଙ୍କାର ବ୍ୟବସାୟ 1 min read ଓଡିଶା ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ : ୧୦ ଦିନ ମଧ୍ୟରେ ପ୍ରାୟ ୫ କୋଟି ଟଙ୍କାର ବ୍ୟବସାୟ December 16, 2025 ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ 1 min read ଓଡିଶା ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ December 16, 2025 ଓଡ଼ିଶା ସଚିବାଳୟର ଚତୁର୍ଥ ବ୍ୟାଚ୍ ସହାୟକ ଉପବିଭାଗ ଅଧିକାରୀମାନଙ୍କ ପ୍ରଶିକ୍ଷଣ ଶେଷ ଓଡିଶା ଓଡ଼ିଶା ସଚିବାଳୟର ଚତୁର୍ଥ ବ୍ୟାଚ୍ ସହାୟକ ଉପବିଭାଗ ଅଧିକାରୀମାନଙ୍କ ପ୍ରଶିକ୍ଷଣ ଶେଷ December 16, 2025