ଉଲ୍ଲେଖନୀୟ ଯେ ପିଏମ-କିଷାନ ଯୋଜନା ଅଧୀନରେ ବାର୍ଷିକ ୬ ହଜାର ଟଙ୍କାର ଆର୍ôଥକ ସହାୟତା ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀ କୃଷକ ପରିବାରକୁ ତିନୋଟି ସମାନ କିସ୍ତି ଅର୍ଥାତ ପ୍ରତି ୪ ମାସରେ ୨ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥାଏ । ଏହି ଅର୍ଥ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଂଟକୁ ସିଧାସଳଖ ସ୍ଥାନାନ୍ତରିତ କରାଯାଏ । ଏହି ଯୋଜନା ମାଧ୍ୟମରେ ଆଜିସୁଦ୍ଧା ୧.୧୫ ଲକ୍ଷ କୋଟି ଟଙ୍କାରୁ ଅଧିକ ରାଶି ହସ୍ତାନ୍ତର କରାଯାଇଛି ।
Related Stories
November 23, 2024