ବେଙ୍ଗାଲୁରୁ। କର୍ଣାଟକରେ ଗତ ୨୪ ଘଂଟାରେ ୩୦,୩୦୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୨୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି। ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫,୭୫,୦୨୮ହୋଇଛି ।
Related Stories
November 24, 2024
November 24, 2024