କଟକ– କଟକରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ୍-୧୯ ଗାଇଡ୍ଲାଇନ୍ ଉଲ୍ଲଂଘନ ଅନୁଯାୟୀ ୩୬୯ ଜଣଙ୍କ ଠାରୁ ମାସ୍କ ନପିନ୍ଧିବା ପାଇଁ ଜୋରିମାନା ଆଦାୟ କରାଯାଇଛି । ସେହିପରି ୬୬୦ ଜଣ ସାମାଜିକ ଦୂରତା ନରଖିବା ବ୍ୟକ୍ତିଙ୍କ ଠାରୁ ମଧ୍ୟ ଜୋରିମାନା ଆଦାୟ କରାଯାଇଛି ବୋଲି କଟକ ଡିସିପି ଅଫିସ୍ରୁ ଟୁଇଟ୍ ଦ୍ୱାରା ସୂଚନା ଦିଆଯାଇଛି । ତା’ ସହିତ ୨ଟି ଦୋକାନ ମଧ୍ୟ ସିଲ୍ କରାଯାଇଛି ।
Related Stories
November 23, 2024