

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟ ଅନୁସାରେ ଗତ ୨୪ ଘଂଟା ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୭ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି ଜିଲ୍ଲାରେ ୪-୪ ଜଣ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ ଓ ସୁବର୍ଣପୁରରେ ୩-୩ ଜଣ ତଥା ଗଂଜାମ ଓ କେନ୍ଦୁଝର ଜିଲ୍ଲାରେ ୨-୨ ଜଣ ମୃତ୍ୟୁବରଣ କରିଛନ୍ତି । ଦେବଗଡ, ଯାଜପୁର, କନ୍ଧମାଳ, କୋରାପୁଟ ଜିଲ୍ଲାରେ ୧-୧ ଜଣ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।