ଭୁବନେଶ୍ୱର, ବାତ୍ୟା ପରିସ୍ଥିତି ଉପରେ ଦୃଷ୍ଟି ରଖିବାକୁ ବାଲେଶ୍ୱର ଯିବାକୁ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।ମିଳିଥିବା ସୂଚବନା ଅନୁସାରେ ସେ ସେଠାରେ ରହି ସ୍ଥିତି ଉପରେ ନଜର ରଖିବେ । ବାତ୍ୟା ମୁକାବିଲା ଓ ପରବର୍ତୀ ସମୟର ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ ଶକ୍ତିମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ।