
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୩୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୫୮୪ ହୋଇ ଯାଇଛି ।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟ ଅନୁସାରେ ଗତ ୨୪ ଘଂଟା ଖୋର୍ଧା ଓ ଅନୁଗୁଳ ଜିଲ୍ଲାରେ ସବୁଠାରୁ ଅଧିକ ୫-୫ ମୃତ୍ୟୁବରଣ କରିଛନ୍ତି । ସେହିପରି ନବରଙ୍ଗପୁର ଓ ସୁନ୍ଦରଗଡରେ ୪ -୪ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କେନ୍ଦ୍ରାପଡା ଜିଲ୍ଲାରେ ୩, ଝାରସୁଗୁଡା, କଳାହାଣ୍ଡି, କୋରାପୁଟ ରେ ୨-୨ ତଥା ଭଦ୍ରକ, ବୌଦ୍ଧ, କଟକ, ଗଂଜାମ, ଜଗତସିଂହପୁର,କୋରାପୁଟ, କେନ୍ଦୁଝର, ନୟାଗଡ. ରାୟଗଡା ଜିଲ୍ଲାରେ ୧-୧ ଜଣ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO