
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୩୪,୨୮୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୬୮ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୦୬,୬୫୨ ହୋଇଛି ।
ଉତରାଖଣ୍ଡରେ କରୋନାର ୨,୭୫୬ ନୂଆ ମାମଲା
ଦେହରାଦୂନ, ଉତରାଖଣ୍ଡରେ କରୋନାର ୨,୭୫୬ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ବଢି ୪୫,୫୬୮ ହୋଇଛି ।
ଗୋଆରେ ଗତ ୨୪ ଘଂଟାରେ ୧,୫୪୯ କରୋନାର ନୂଆ ମାମଲା
ପାଣଜୀ , ଗୋଆରେ ଗତ ୨୪ ଘଂଟାରେ ୧,୫୪୯ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୫,୭୦୬ ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO