ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୪,୧୩୬ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୪,୧୩୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬୦୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪,୩୬୮ ହାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୨୨,୭୫୮ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୨,୭୫୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୮୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୨୪,୩୮୧ ହୋଇଛି ।