ମୁମ୍ବାଇରେ ଗତ ୨୪ ଘଂଟାରେ ୧,୦୩୭ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୧,୦୩୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୭,୬୪୯ ହୋଇଛି ।
ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୨୪୨୨କରୋନାର ନୂଆ ମାମଲା, ୬୮ ମୃତ
ଭୋପାଳ, ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୨୪୨୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬୮ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୮,୬୩୪ହୋଇ ଯାଇଛି । ବର୍ତମାନ ସୁଦ୍ଧା ୭୬୮୬ ଜଣଙ୍କର ମୃତ୍ୟୁ ଘଟିଛି