ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୬ ଗିରଫ, ୮ ବାହନ ଜବତ desk May 27, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୬ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୮ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୫,୭୭,୨୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: 6 arrested violating covid guideline Continue Reading Previous: ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୩୪ଜଣଙ୍କର ମୃତ୍ୟୁ Next: ମୟୂରଭଞ୍ଜ ଜିଲ୍ଲାରୁ ନୂଆ ୩୪ କରୋନା ପଜିଟିଭ ଚିହ୍ନଟ : ୨୭ ଦିନରେ ରେକର୍ଡ଼ ସଂଖ୍ୟକ ୯,୫୦୬ କୋଭିଡ଼-୧୯ ଭୂତାଣୁ ସଂକ୍ରମିତ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦଘାଟିତ ଓଡିଶା ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦଘାଟିତ November 6, 2025 କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ ଓଡିଶା କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ November 6, 2025 ବାଲିଯାତ୍ରାରେ ବୟନିକା ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ ଓଡିଶା ବାଲିଯାତ୍ରାରେ ବୟନିକା ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ November 6, 2025