
ବାତ୍ୟା ପ୍ରଭାବରେ କାଁ ଭାଁ କେଉଠି ଗଛ ଭାଙ୍ଗି ପଡିଛି । ବିଦ୍ୟୁତ ତାର ଛିଡିଛି । କେତେକ ସ୍ଥାନରେ ଚାଳ ଛପର ଉଡାଇ ନେଇଛି ବାତ୍ୟା । ଅନ୍ୟପକ୍ଷରେ ଆଜି ମଧ୍ୟାହ୍ନ ସୁଦ୍ଧା ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଦ୍ୟୁତ ସେବା ସ୍ୱାଭାବିକ୍ ହୋଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
