ଭଦ୍ରକ, ଭଦ୍ରକ ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ନୂଆ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା କରାଯାଉଛି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୫,୫୭୪କୁ ବୃଦ୍ଧି ପାଇଛି ।ସେହିପରି ୨୫ ତାରିଖ ସୁଦ୍ଧା ମୋଟ୍ ୧୧, ୭୪୬ ଜଣ ସୁସ୍ଥ ହୋଇଛନ୍ତି । ଆଜି ସୁଦ୍ଧା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୩୬ ରହିଛି । ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨ ରହିଛି ।
Related Stories
May 19, 2024