ଓଡିଶା କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୩୪ ଗିରଫ, ୯୩ ବାହନ ଜବତ desk May 28, 2021 ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୩୪ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୯୩ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୧୭,୫୯,୦୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ଗୋଟିଏ ଦିନରେ ୭୨୧୬ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୯୯୫୫ Next: ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୩୩ ଜଣଙ୍କର ମୃତ୍ୟୁ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ୭୬ତମ ସୁବର୍ଣ୍ଣପୁର ଜିଲାସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପାଳନ ଓଡିଶା ୭୬ତମ ସୁବର୍ଣ୍ଣପୁର ଜିଲାସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପାଳନ January 26, 2025 ସାଧାରଣତନ୍ତ୍ର ଦିବସ-୨୦୨୫ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ 1 min read ଓଡିଶା ସାଧାରଣତନ୍ତ୍ର ଦିବସ-୨୦୨୫ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ January 26, 2025 ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ଓଡିଶା ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ January 26, 2025