

ତାମିଲନାଡୁରେ ଗତ ୨୪ ଘଂଟାରେ ୩୩,୩୬୧ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୩୩,୩୬୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୭୪ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୧୩,୦୪୮ ହୋଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୧,୨୬୬ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୧,୨୬୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୮,୩୧୦ ହୋଇଛି ।