ପାଣଜୀ , ଗୋଆରେ ଗତ ୨୪ ଘଂଟାରେ ୧,୫୦୪ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୫୨,୪୦୧ହୋଇଛି ।
ଆସାମରେ ୫,୭୦୪ କରୋନାର ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୫,୭୦୪ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୫୩,୭୨୧ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।