ଓଡିଶା ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୩୫ ଜଣଙ୍କର ମୃତ୍ୟୁ , ମୋଟ ମୃତ୍ୟୁ ସଂଖ୍ୟା ୨୬୮୬ ହେଲା desk May 29, 2021 ଭୁବନେଶ୍ୱର,ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୩୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୬୮୬ ହୋଇ ଯାଇଛି । Tags: Corona Continue Reading Previous: ନାଗ ନାଗୁଣୀଙ୍କ ମିଳନNext: ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୨୦,୮୦,୦୪୮ ନମୂନାର ପରୀକ୍ଷଣ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓମ ଭେଲି ସ୍କୁଲଠାରେ ଆନ୍ତଃରାଜ୍ୟ ସ୍ତରୀୟ ଫୁଟ୍ବଲ୍ କ୍ରୀଡ଼ା ପ୍ରତିଯୋଗିତା ଆୟୋଜିତ 1 min read ଓଡିଶା ଓମ ଭେଲି ସ୍କୁଲଠାରେ ଆନ୍ତଃରାଜ୍ୟ ସ୍ତରୀୟ ଫୁଟ୍ବଲ୍ କ୍ରୀଡ଼ା ପ୍ରତିଯୋଗିତା ଆୟୋଜିତ August 23, 2025 ୨୩ ଓ ୨୪ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ ଓଡିଶା ୨୩ ଓ ୨୪ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ August 23, 2025 ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ ଓଡିଶା ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ August 23, 2025