ଭୁବନେଶ୍ୱର,ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୩୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୬୮୬ ହୋଇ ଯାଇଛି ।
Related Stories
May 4, 2024